• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Oct 2022: ସ୍ୱାସ୍ଥ୍ୟଜନିତ ସମସ୍ୟା ଭୋଗିବେ, ପ୍ରତିକାର ପାଇଁ କରିବେ କଣ?

ସୌର କନ୍ୟା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର। ଚନ୍ଦ୍ର–ବୃଷ ଅହୋରାତ୍ର। ଘାତ ଚନ୍ଦ୍ର- ଧନୁ ରାଶିର ଦିବା ୦୪/୫୧ ଗତେ ମେଷ, ଘାତ ବାର– ତୁଳା, କୁମ୍ଭ ରାଶିର ପୁଷ୍କର ଦୋଷ– ସନ୍ଧ୍ୟା ୦୬/୪୧ ଗତେ ୧ପାଦ । ଗୋସମ୍ପଦ-ନାଶ, ତିଳକାଞ୍ଚନ ଦାନ

Aries

ମେଷ

Thursday 13 Oct 2022

ଅଶ୍ୱନୀ- ସହକର୍ମୀଙ୍କ ସହିତ ମଧୁର ସଂପର୍କ ରହିବ । ସ୍ଥଗିତ କାର୍ଯ୍ୟ ତ୍ୱରାନିତ ହେବ।

ଦ୍ୱିଜା- ତେଜରାତି ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ। ସାମାଜିକ ଆଦୃତି ମାଧ୍ୟମରେ ସୁୁଖ ସମ୍ମାନ ପ୍ରଦାନ କରିବ।

କୃତିକା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ। କାରବାରରେ ପୁଞ୍ଜି ଲଗାଇବା ପୂର୍ବରୁ ବଡଙ୍କ ସମ୍ମତି ନିଅନ୍ତୁ।

ପ୍ରତିକାର- ଲାଲ୍ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :