• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Oct 2022: ସ୍ୱାସ୍ଥ୍ୟଜନିତ ସମସ୍ୟା ଭୋଗିବେ, ପ୍ରତିକାର ପାଇଁ କରିବେ କଣ?

ସୌର କନ୍ୟା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର। ଚନ୍ଦ୍ର–ବୃଷ ଅହୋରାତ୍ର। ଘାତ ଚନ୍ଦ୍ର- ଧନୁ ରାଶିର ଦିବା ୦୪/୫୧ ଗତେ ମେଷ, ଘାତ ବାର– ତୁଳା, କୁମ୍ଭ ରାଶିର ପୁଷ୍କର ଦୋଷ– ସନ୍ଧ୍ୟା ୦୬/୪୧ ଗତେ ୧ପାଦ । ଗୋସମ୍ପଦ-ନାଶ, ତିଳକାଞ୍ଚନ ଦାନ

Cancer

କର୍କଟ

Thursday 13 Oct 2022

ପୁନର୍ବସୁ- ଶାରିରୀକ ଦୁର୍ବଳତା ଦେଖାଦେବ। ମିତ୍ର ବନ୍ଧୁମାନଙ୍କ ପରିସର ବୃଦ୍ଧି ପାଇବ। କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ।

ପୁଷ୍ୟା- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ। ରାଜନୀତିରେ ମନକାମନା ପୂରଣ ହେବ। ଆଇନ ଛାତ୍ରମାନେ ସମୟର ସଦୁପଯୋଗ କରନ୍ତୁ।

ଅଶ୍ଳେଷା- ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇପଡିବେ। ମହିଳାମାନେ କର୍ମକ୍ଷେତ୍ରରେ ଆଗମନା ରହିବେ।

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :