• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Oct 2022: ସ୍ୱାସ୍ଥ୍ୟଜନିତ ସମସ୍ୟା ଭୋଗିବେ, ପ୍ରତିକାର ପାଇଁ କରିବେ କଣ?

ସୌର କନ୍ୟା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର। ଚନ୍ଦ୍ର–ବୃଷ ଅହୋରାତ୍ର। ଘାତ ଚନ୍ଦ୍ର- ଧନୁ ରାଶିର ଦିବା ୦୪/୫୧ ଗତେ ମେଷ, ଘାତ ବାର– ତୁଳା, କୁମ୍ଭ ରାଶିର ପୁଷ୍କର ଦୋଷ– ସନ୍ଧ୍ୟା ୦୬/୪୧ ଗତେ ୧ପାଦ । ଗୋସମ୍ପଦ-ନାଶ, ତିଳକାଞ୍ଚନ ଦାନ

Libra

ତୁଳା

Thursday 13 Oct 2022

ଚିତ୍ରା – ଜଣେ ବନ୍ଧୁ ଆଜି ଆପଣଙ୍କ ସକାଶେ ହିତକର ହେବ । କଠିନ କର୍ମ କରି ପ୍ରଂଶସା ଅର୍ଜନ କରିବେ।

ସ୍ୱାତୀ– ଚାକିରି କ୍ଷେତ୍ରରେ ଶତୃବୃଦ୍ଧି ଦେଖା ଦେଇପାରେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ।

ବିଶାଖା- ଭୂ-ସମ୍ପତ୍ତି ଭାବିଚିନ୍ତି ପଇସା ନିବେଶ କରନ୍ତୁ। ଗୃହିଣୀ ମାନେ କର୍ତ୍ତବ୍ୟ ପରାୟଣା ରହିବେ।

ପ୍ରତିକାର – ମହାଲକ୍ଷ୍ମୀଙ୍କ ଅଷ୍ଟକ ପାଠ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :