• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Oct 2022: ସ୍ୱାସ୍ଥ୍ୟଜନିତ ସମସ୍ୟା ଭୋଗିବେ, ପ୍ରତିକାର ପାଇଁ କରିବେ କଣ?

ସୌର କନ୍ୟା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର। ଚନ୍ଦ୍ର–ବୃଷ ଅହୋରାତ୍ର। ଘାତ ଚନ୍ଦ୍ର- ଧନୁ ରାଶିର ଦିବା ୦୪/୫୧ ଗତେ ମେଷ, ଘାତ ବାର– ତୁଳା, କୁମ୍ଭ ରାଶିର ପୁଷ୍କର ଦୋଷ– ସନ୍ଧ୍ୟା ୦୬/୪୧ ଗତେ ୧ପାଦ । ଗୋସମ୍ପଦ-ନାଶ, ତିଳକାଞ୍ଚନ ଦାନ

Scorpio

ବିଛା

Thursday 13 Oct 2022

ବିଶାଖା– ବରମ୍ବାର ସ୍ୱାସ୍ଥ୍ୟଗତ ସମସ୍ୟା ଚିନ୍ତାର କାରଣ ହେବ। ଜୀବନସାଥୀଙ୍କ ସହିତ ମତଭେଦ ଦେଖାଦେବ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ।

ଅନୁରାଧା – ଭୁଲ କାର୍ଯ୍ୟ କରି ଅପମାନିତ ହୋଇପାରନ୍ତି । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ।

ଜ୍ୟେଷ୍ଠା – ଆଇନ ସହାୟତା ସାଙ୍ଗକୁ ବିଦେଶ ଯାତ୍ରା କରିପାରନ୍ତି । ମହିଳାମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।

ପ୍ରତିକାର – ହନୁମାନ ଚାଳିଶା ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :