• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Oct 2022: ସ୍ୱାସ୍ଥ୍ୟଜନିତ ସମସ୍ୟା ଭୋଗିବେ, ପ୍ରତିକାର ପାଇଁ କରିବେ କଣ?

ସୌର କନ୍ୟା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର। ଚନ୍ଦ୍ର–ବୃଷ ଅହୋରାତ୍ର। ଘାତ ଚନ୍ଦ୍ର- ଧନୁ ରାଶିର ଦିବା ୦୪/୫୧ ଗତେ ମେଷ, ଘାତ ବାର– ତୁଳା, କୁମ୍ଭ ରାଶିର ପୁଷ୍କର ଦୋଷ– ସନ୍ଧ୍ୟା ୦୬/୪୧ ଗତେ ୧ପାଦ । ଗୋସମ୍ପଦ-ନାଶ, ତିଳକାଞ୍ଚନ ଦାନ

Sagittarius

ଧନୁ

Thursday 13 Oct 2022

ମୂଳା – ମାନସିକ ସ୍ତରରେ ଉନ୍ନତି ଆସିବ । ନୂତନ ବନ୍ଧୁ ସଂପର୍କ ଯୋଡିବା ପାଇ ଚେଷ୍ଟା କରିବେ । କୈାଣସି କାର୍ଯ୍ୟରେ ସାହାସିକ ପଦକ୍ଷପ ନେବେ

ପୂ , ଷାଢା – ବ୍ୟବସାୟରେ ମଧ୍ୟମ ଧରଣର ଫଳ ପାଇବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ଯାନବାହନ ,ବ୍ୟବସାୟରେ ସଫଳତା ଲାଭ କରିବେ

ଉ , ଷାଢା – କରଦାତା ମାନଙ୍କର ଚାପ ବୃ୍‌ଦ୍ଧି ପାଇବ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସି ରହିବ।

ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :