• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ...

ହଜମ ପ୍ରକ୍ରିୟା, ସ୍ନାୟୁ ସମସ୍ୟାରେ ହଇରାଣ ହୋଇପାରନ୍ତି । ବ୍ୟବସାୟରେ ଗ୍ରାହକମାନେ ଲାଭରେ ରହିବେ । ପାରିବାରିକ ଚାପରେ ବୃଦ୍ଧି ଘଟିବାର ସମ୍ଭାବନା ଅଛି।

Taurus

ବୃଷ

Sunday 13 Oct 2024

କୃତିକା- ନେତ୍ରଜନିତ ସମସ୍ୟା ଅନୁଭବ କରି ପାରନ୍ତି । ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ।

ରୋହିଣୀ- ଶିକ୍ଷାର୍ଥୀମାନେ ଆତ୍ମନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।

ମୃଗଶିରା- ମହିଳାମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ ।

ପ୍ରତିକାର – ମା’ କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :