ହଜମ ପ୍ରକ୍ରିୟା, ସ୍ନାୟୁ ସମସ୍ୟାରେ ହଇରାଣ ହୋଇପାରନ୍ତି । ବ୍ୟବସାୟରେ ଗ୍ରାହକମାନେ ଲାଭରେ ରହିବେ । ପାରିବାରିକ ଚାପରେ ବୃଦ୍ଧି ଘଟିବାର ସମ୍ଭାବନା ଅଛି।
ଧନିଷ୍ଠା- ଭଲ ନିତ୍ୟକର୍ମ ଏବଂ ସୁସ୍ଥ ଖାଦ୍ୟ ଖାଇବା ଅଭ୍ୟାସ ବଜାୟ ରଖିବାକୁ ପଡିବ । ବ୍ୟବସାୟରେ ସଫଳତା ପାଇବେ ଏବଂ କମ୍ ଅସୁବିଧା ଅନୁଭବ କରିବେ । କାର୍ୟ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ
ଶତଭିଷା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଜୀବନ ସାଥି ଦୁହେଁ ପରସ୍ପର ପାଇଁ ସମୟ ବାହାର କରିବେ । ଯେକୌଣସି ପ୍ରକାରର ସମ୍ପତ୍ତି କ୍ରୟ କରିବା ଠାରୁ ଦୂରେଇ ରହିବ
ପୂ, ଭାଦ୍ରପଦ- ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ ।
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮