• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ...

ହଜମ ପ୍ରକ୍ରିୟା, ସ୍ନାୟୁ ସମସ୍ୟାରେ ହଇରାଣ ହୋଇପାରନ୍ତି । ବ୍ୟବସାୟରେ ଗ୍ରାହକମାନେ ଲାଭରେ ରହିବେ । ପାରିବାରିକ ଚାପରେ ବୃଦ୍ଧି ଘଟିବାର ସମ୍ଭାବନା ଅଛି।

Pisces

ମୀନ

Sunday 13 Oct 2024

ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ ଲାଗି ଖର୍ଚ୍ଚ କରିବେ । ପରିବାରରେ ଯେପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ ।

ଉ, ଭାଦ୍ରପଦ- ରାଜନିତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ

ରେବତୀ- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର‌୍ୟ୍ୟ ହେବେ । ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତନ ଭବିଷ୍ୟତ ଲାଗି ଲାଭଦାୟକ

ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :