• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ...

ହଜମ ପ୍ରକ୍ରିୟା, ସ୍ନାୟୁ ସମସ୍ୟାରେ ହଇରାଣ ହୋଇପାରନ୍ତି । ବ୍ୟବସାୟରେ ଗ୍ରାହକମାନେ ଲାଭରେ ରହିବେ । ପାରିବାରିକ ଚାପରେ ବୃଦ୍ଧି ଘଟିବାର ସମ୍ଭାବନା ଅଛି।

Cancer

କର୍କଟ

Sunday 13 Oct 2024

ପୁନର୍ବସୁ- ନିଜ ପ୍ରିୟଙ୍କ ସହ ଆଜି ଉତମ ବ୍ୟବହାର କରନ୍ତୁ । ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ

ପୁଷ୍ୟା- ବାଣିଜ୍ୟ-ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ପ୍ରଶାସନିକ ବିରୋଧି ଦେଖା ଦେଇପାରେ । ଲେଖାପଢାରେ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ।

ଅଶ୍ଳେଷା- ଦୁଃସାହାସିକ ପଦକ୍ଷପ ନେଇ ରାଜନୀତିରେ ସଫଳତା ପାଇବେ । ଶତୃଙ୍କର ସଡ ଯନ୍ତ୍ରର ଶିକାର ହୋଇ ପାରନ୍ତି । ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ।

ପ୍ରତିକାର – ମା’ ଭୁବନେଶ୍ୱରୀଙ୍କର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :