• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ...

ହଜମ ପ୍ରକ୍ରିୟା, ସ୍ନାୟୁ ସମସ୍ୟାରେ ହଇରାଣ ହୋଇପାରନ୍ତି । ବ୍ୟବସାୟରେ ଗ୍ରାହକମାନେ ଲାଭରେ ରହିବେ । ପାରିବାରିକ ଚାପରେ ବୃଦ୍ଧି ଘଟିବାର ସମ୍ଭାବନା ଅଛି।

Virgo

କନ୍ୟା

Sunday 13 Oct 2024

ଉ- ଫାଲ୍‌ଗୁନୀ- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର‌୍ୟ୍ୟଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।

ହସ୍ତା- ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ ।

ଚିତ୍ରା- ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :