• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ...

ହଜମ ପ୍ରକ୍ରିୟା, ସ୍ନାୟୁ ସମସ୍ୟାରେ ହଇରାଣ ହୋଇପାରନ୍ତି । ବ୍ୟବସାୟରେ ଗ୍ରାହକମାନେ ଲାଭରେ ରହିବେ । ପାରିବାରିକ ଚାପରେ ବୃଦ୍ଧି ଘଟିବାର ସମ୍ଭାବନା ଅଛି।

Sagittarius

ଧନୁ

Sunday 13 Oct 2024

ମୂଳା- ଆପଣଙ୍କ ସ୍ୱାସ୍ଥ୍ୟର ବିଶେଷ ଯତ୍ନ ନିଅନ୍ତୁ । କୃଷି ସମ୍ବନ୍ଧୀୟ କାର‌୍ୟ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ବିଦେଶୀ ବ୍ୟବସାୟ ମଧ୍ୟ ବୃଦ୍ଧି ପାଇପାରେ

ପୂ, ଷାଢା- ପାରିବାରିକ ସମସ୍ୟା ବୁଝାବଣା ମଧ୍ୟରେ ସମାଧାନ ହୋଇଯିବ, ଭାତୃ ସଂପର୍କରେ ଉନ୍ନତି ଘଟିବ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ

ଉ, ଷାଢା- ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର‌୍ୟ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ

ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :