• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ...

ହଜମ ପ୍ରକ୍ରିୟା, ସ୍ନାୟୁ ସମସ୍ୟାରେ ହଇରାଣ ହୋଇପାରନ୍ତି । ବ୍ୟବସାୟରେ ଗ୍ରାହକମାନେ ଲାଭରେ ରହିବେ । ପାରିବାରିକ ଚାପରେ ବୃଦ୍ଧି ଘଟିବାର ସମ୍ଭାବନା ଅଛି।

Capricorn

ମକର

Sunday 13 Oct 2024

ଉ, ଷାଢା- ପ୍ରିୟ ଲୋକମାନଙ୍କ ସହିତ ଆନନ୍ଦରେ ଦିନ କଟାଇବେ । ବ୍ୟବସାୟରେ ତ୍ୱରନ୍ତ ଫଇସଲା ଫଳପ୍ରଦ ହୋଇପାରେ । ଆପଣଙ୍କର ଅନ୍ତର ଆତ୍ମା ପ୍ରଖର ରହିବ

ଶ୍ରବଣା- ବିଭିନ୍ନ ଦିଗରୁ ଅର୍ଥ ଆୟ କରିବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । ବିଦ୍ୟାର୍ଥୀ ପଢାକୁ ନେଇ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ

ଧନିଷ୍ଠା- କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ଅନ୍ୟକୁ ସାହାର‌୍ୟ୍ୟ କରିବେ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :