• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିବ

ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ତିଥି – ୩ୟା ଦିବା ୧୦/୩୭ ଗତେ ୪ର୍ଥୀ ଚନ୍ଦ୍ର – ମୀନ ପ୍ରାତଃ ୦୬/୩୬ ଗତେ ମେଷ ଘାତ ଚନ୍ଦ୍ର- ଧନୁ ରାଶିର ପ୍ରାତଃ ୦୬/୩୬ ଗତେ ମେଷ ଘାତ ବାର – ମକର ରାଶିର ପୁଷ୍କର ଦୋଷ - ୧ ପାଦ - କୃଷିହାନି-ଭୂମିଦାନ

Taurus

ବୃଷ

Tuesday 13 Sep 2022

କୃତିକା - ବୃଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ

ରୋହିଣୀ – କାଳକ୍ଷେପଣ ପଦ୍ଧତି ଅନୁଯାୟୀ ସମସ୍ୟାର ସମାଧାନ କରିବେ

ମୃଗଶିରା – ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :