• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିବ

ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ତିଥି – ୩ୟା ଦିବା ୧୦/୩୭ ଗତେ ୪ର୍ଥୀ ଚନ୍ଦ୍ର – ମୀନ ପ୍ରାତଃ ୦୬/୩୬ ଗତେ ମେଷ ଘାତ ଚନ୍ଦ୍ର- ଧନୁ ରାଶିର ପ୍ରାତଃ ୦୬/୩୬ ଗତେ ମେଷ ଘାତ ବାର – ମକର ରାଶିର ପୁଷ୍କର ଦୋଷ - ୧ ପାଦ - କୃଷିହାନି-ଭୂମିଦାନ

Gemini

ମିଥୁନ

Tuesday 13 Sep 2022

ମୃଗଶିରା - ସୁଖ ଶାନ୍ତି ଓ ଐଶ୍ୱର୍ଯ୍ୟର ଅଧିକାରୀ ହୋଇପାରନ୍ତି

ଆଦ୍ରା - ଅପୂରଣୀୟ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ରହିବ

ପୁନର୍ବସୁ - ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ପ୍ରତିକାର – ପ୍ରଭୁ ନାରାୟଣଙ୍କୁ ତୁଳସୀ ପତ୍ର ଚଢାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :