• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିବ

ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ତିଥି – ୩ୟା ଦିବା ୧୦/୩୭ ଗତେ ୪ର୍ଥୀ ଚନ୍ଦ୍ର – ମୀନ ପ୍ରାତଃ ୦୬/୩୬ ଗତେ ମେଷ ଘାତ ଚନ୍ଦ୍ର- ଧନୁ ରାଶିର ପ୍ରାତଃ ୦୬/୩୬ ଗତେ ମେଷ ଘାତ ବାର – ମକର ରାଶିର ପୁଷ୍କର ଦୋଷ - ୧ ପାଦ - କୃଷିହାନି-ଭୂମିଦାନ

Libra

ତୁଳା

Tuesday 13 Sep 2022

ଚିତ୍ରା – ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି

ସ୍ୱାତୀ – ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ

ବିଶାଖା – ଧନ ଓ ମାନ ସମ୍ମାନ ପ୍ରାପ୍ତି ହୋଇପାରେ

ପ୍ରତିକାର – କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :