• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2023: ପରିଶ୍ରମର ଫଳ ମିଳିବ, ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ମିଳିପାରେ...

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ବୁଧବାର। ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୧୪ଶୀ  ନିଶାନ୍ତ ୦୪.୪୯ ଗତେ ଅମାବାସ୍ୟା ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି 

Taurus

ବୃଷ

Wednesday 13 Sep 2023

କୃତିକା- ପ୍ରତ୍ୟେକ କାମକୁ ଦକ୍ଷତାର ସହ ସମ୍ପାଦନ କରିବାରେ ପ୍ରେରଣା ଯୋଗାଇବ। ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମକୁ ଚଳାଇ ନେବେ।
ରୋହିଣୀ- ଅସୁବିଧାଜନକ ସ୍ଥିତିରେ ଗୁରୁଜନଙ୍କ ବାଣୀ ମନରେ ଆଶ୍ୱସ୍ତି ଭରିପାରେ। ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ। ଅନ୍ୟମାନଙ୍କ କାମରେ ନିଜକୁ ମଜ୍ଜାଇ ରଖି ପ୍ରଶଂସିତ ହେବେ।
ମୃଗଶିରା-ପରିବାରର ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଅନ୍ୟମାନଙ୍କୁ ଖୁସିରେ ରଖିବା ସକାଶେ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ବିଫଳ ହୋଇପାରନ୍ତି। ନୂତନ ପ୍ରକଳ୍ପ ଆରମ୍ଭ କରିପାରନ୍ତି । 

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :