• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2023: ପରିଶ୍ରମର ଫଳ ମିଳିବ, ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ମିଳିପାରେ...

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ବୁଧବାର। ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୧୪ଶୀ  ନିଶାନ୍ତ ୦୪.୪୯ ଗତେ ଅମାବାସ୍ୟା ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି 

Pisces

ମୀନ

Wednesday 13 Sep 2023

ପୂ, ଭାଦ୍ରପଦ- ବ୍ୟବସାୟରେ ମଧ୍ୟମ ଧରଣର ଲାଭ ପାଇବେ ।  ଆପଣଙ୍କୁ ଅର୍ଥଲାଭ ସାଙ୍ଗକୁ ବାକ୍ ବିଳାସ ପ୍ରଦାନ କରିବ। କର୍ମଜୀବିମାନେ କର୍ମ ପ୍ରବଣତା ଦେଖାଅଇବେ । 
ଉ, ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ଶତ୍ରୁ ବୃଦ୍ଧି ପାଇବ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍ ଠିକ୍ ହୋଇଯିବ।
ରେବତୀ- ବନ୍ଧୁବର୍ଗରେ କଳହ ଓ ମନାନ୍ତର ସୃଷ୍ଟି ହେବ । କୈାଣସି କଥାକୁ କେନ୍ଦ୍ର କରି ତର୍କ ବିତର୍କର ସମ୍ମୁଖୀନ ହେବେ । ପ୍ରତିଦ୍ୱନ୍ଦ୍ୱିତା ହେତୁ ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ଦେଖାଦେବ

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :