• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2023: ପରିଶ୍ରମର ଫଳ ମିଳିବ, ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ମିଳିପାରେ...

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ବୁଧବାର। ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୧୪ଶୀ  ନିଶାନ୍ତ ୦୪.୪୯ ଗତେ ଅମାବାସ୍ୟା ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି 

Gemini

ମିଥୁନ

Wednesday 13 Sep 2023

ମୃଗଶିରା- ଜୀବନଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ ।  ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ    
ଆଦ୍ରା-    ଶିକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ    
ପୁନର୍ବସୁ- ନିର୍ବାଚନ କ୍ଷେତ୍ରରେ ଶତ୍ରୁମାନଙ୍କୁ ମୁକାବିଲା କରି ପାରିବେ ।  ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ । ମହିଳାମାନେ ଅଳ୍ପ ପ୍ରୟାସରେ  କାମ ପୂର୍ଣ୍ଣ କରିବେ 

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :