• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2023: ପରିଶ୍ରମର ଫଳ ମିଳିବ, ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ମିଳିପାରେ...

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ବୁଧବାର। ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୧୪ଶୀ  ନିଶାନ୍ତ ୦୪.୪୯ ଗତେ ଅମାବାସ୍ୟା ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି 

Leo

ସିଂହ

Wednesday 13 Sep 2023

ମଘା- ମଧୁମେୟ ରୋଗର ସମ୍ମୁଖୀନ ହୋଇପାରନ୍ତି । ପତିପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂର ହେବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । 
ପୂ- ଫାଲ୍‌ଗୁନୀ- ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ଛାତ୍ରଛାତ୍ରୀମାନେ ପଢାରେ ମନୋନିବେଶ କରିବେ
ଉ- ଫାଲ୍‌ଗୁନୀ- ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳାମାନେ ବିଦେଶ ଯାତ୍ରା କରି ପାରିବେ । ସତର୍କ ହୋଇ ଟଙ୍କା ଖର୍ଚ୍ଚ ନକରିଲେ ଅସୁବିଧାରେ ପଡିପାରନ୍ତି ।  ସିନେତାରକା ମାନେ ଭଲ ନାମ କମାଇବେ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :