• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2023: ପରିଶ୍ରମର ଫଳ ମିଳିବ, ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ମିଳିପାରେ...

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ବୁଧବାର। ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୧୪ଶୀ  ନିଶାନ୍ତ ୦୪.୪୯ ଗତେ ଅମାବାସ୍ୟା ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି 

Virgo

କନ୍ୟା

Wednesday 13 Sep 2023

ଉ- ଫାଲ୍‌ଗୁନୀ- ଅସହାୟ ଓ ଅଶକ୍ତ ଲୋକଙ୍କୁ ସହେଯାଗ କରିବା ପାଇଁ ହାତ ବଢେଇବେ । ନିଜ ସମ୍ପର୍କୀୟମାନଙ୍କ ଅସହଯୋଗରୁ କେତେକ ନୂତନ ସମସ୍ୟା ସୃଷ୍ଟି ହେବ। କେତେକ କାମ ଅଧାରେ ଅଟକି ଯିବା କାରଣରୁ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିବେ।
ହସ୍ତା- ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ। ଶାରୀରିକ ଅସୁସ୍ଥତା ହେତୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି । କିଛି ସାହାଯ୍ୟ ମାଧ୍ୟମରେ ଅନ୍ୟମାନଙ୍କୁ ନିଜ ସପକ୍ଷରେ ନେଇ କାମ ହାସଲ କରିବେ।
ଚିତ୍ରା- କ୍ୟାରିୟର ସମସ୍ୟା ସମାଧାନର ବାଟ ମିଳିବ ।  ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍ ବ୍ୟବସାୟରୁ ଲାଭବାନ୍ ହେବେ। ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।

ପ୍ରତିକାର -  ବୁଧଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :