• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2023: ପରିଶ୍ରମର ଫଳ ମିଳିବ, ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ମିଳିପାରେ...

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ବୁଧବାର। ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୧୪ଶୀ  ନିଶାନ୍ତ ୦୪.୪୯ ଗତେ ଅମାବାସ୍ୟା ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି 

Sagittarius

ଧନୁ

Wednesday 13 Sep 2023

ଉ, ଷାଢା- ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ଅପୂରଣୀୟ କାମନାକୁ କର୍ମକ୍ଷମ କରାଇବାରେ ସହାୟ ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ। ମାନସିକ ପ୍ରଫୁଲ୍ଲତା ଓ ବିଳାସବ୍ୟସନରେ ଜୀବନ ନିର୍ବାହ କରିବେ । 
ଶ୍ରବଣା- ରାଜନୈତିକ କ୍ଷେତ୍ରରେ ଶତ୍ରୁ ଓ ବିରୋଧିମାନେ ଅପଦସ୍ଥ ହେବେ । ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, କିନ୍ତୁ ଶାରୀରିକ ପରିଶ୍ରମଜନିତ ପୀଡ଼ା ଅନୁଭବ କରିବେ।
ଧନିଷ୍ଠା- ପୈତୃକ ସମ୍ପତ୍ତି କୁ ନେଇ ଦୁଇଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ ହେବେ । ଭାତୃବିବାଦ ଉପୁଜି ପାରେ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଉତ୍ତମ ଫଖ ପାଇବେ ।  

ପ୍ରତିକାର – କାଳୀଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :