• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2023: ପରିଶ୍ରମର ଫଳ ମିଳିବ, ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ମିଳିପାରେ...

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ବୁଧବାର। ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୧୪ଶୀ  ନିଶାନ୍ତ ୦୪.୪୯ ଗତେ ଅମାବାସ୍ୟା ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି 

Aquarius

କୁମ୍ଭ

Wednesday 13 Sep 2023


ଧନିଷ୍ଠା- ସ୍ୱାସ୍ଥ୍ୟରେ ଚିକିତ୍ସା ପାଇଁ ଉତ୍ତମ ଦିନ ରହିବ ।  ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା,  ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ
ଶତଭିଷା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରଛାତ୍ରୀ ସଫଳତା ପାଇବେ । ରାଜନୀତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ
ପୂ,  ଭାଦ୍ରପଦ- ସମାଜ ସେବା କରିବାରେ ମନଭାବ ପୋଷଣ କରିବେ ।  ଗୃହ ନିର୍ମାଣ ବା ଯାନବାହାନ. ଭୂମି କ୍ରୟ କରି ପାରିବେ । ମହିଳାମାନେ ସୁସ୍ୱାଦ ଭୋଜନ କରିବେ 

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :