Daily Horoscope 13th September 2023: ପରିଶ୍ରମର ଫଳ ମିଳିବ, ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ମିଳିପାରେ...

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ବୁଧବାର। ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୧୪ଶୀ  ନିଶାନ୍ତ ୦୪.୪୯ ଗତେ ଅମାବାସ୍ୟା ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି 

Aries

ମେଷ

Wednesday 13 Sep 2023

ଅଶ୍ୱନୀ- ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ ହେବ । ନୂଆ କାମରେ ଘର ଲୋକ ସାହାଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତ୍ତନ ହେବ            
ଦ୍ୱିଜା- ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ     
କୃତିକା- ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟକରି ପ୍ରଶଂସା ପାଇବେ ।

ପ୍ରତିକାର -  ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :