• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Taurus

ବୃଷ

Friday 13 Sep 2024

କୃତିକା-କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲ କରିପାରନ୍ତି । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି । ଆପନଙ୍କ ଭୁଲ୍ ନିଷ୍ପତ୍ତି ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି କରିବ ।

ରୋହିଣୀ-ସରକାରୀ ପକ୍ଷରୁ ଆର୍ଥିକ ସାହାଯ୍ୟ ଓ ସହଯୋଗ ମିଳିବ । ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି ।

ମୃଗଶିରା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳାମାନଙ୍କ ମନରେ ନୂଆ ନୂଆ ବିଚାର ଆସିବ ।

ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :