• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Aquarius

କୁମ୍ଭ

Friday 13 Sep 2024

ଧନିଷ୍ଠା- ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ । ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ ।

ଶତଭିଷା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ ।

ପୂ, ଭାଦ୍ରପଦ- ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :