• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Pisces

ମୀନ

Friday 13 Sep 2024

ପୂ,ଭାଦ୍ରପଦ- ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ ।

ଉ,ଭାଦ୍ରପଦ- ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ ।

ରେବତୀ- ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :