• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Gemini

ମିଥୁନ

Friday 13 Sep 2024

ମୃଗଶିରା- ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କୈାଣସି ନୂତନ ଯାନ, ବାହନ କିଣି ପାରନ୍ତି । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ଆଦ୍ରା- ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ ।

ପୁନର୍ବସୁ- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :