• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Cancer

କର୍କଟ

Friday 13 Sep 2024

ପୁନର୍ବସୁ- କାରବାରରେ ଆପଣଙ୍କର ବହୁତ ଲାଭ ହେବ । ଜୀବନ ସାଥୀଆପଣଙ୍କର ପ୍ରଶଂସା କରିବେ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ ।

ପୁଷ୍ୟା- ଯାନବାହନ ବ୍ୟବସାୟରେ ସଫଳତା ଲାଭ କରିବେ । ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଦିନଟି ଅନୁକୁଳ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ।

ଅଶ୍ଲେଷା- ଅସୁବିଧାରେ ପଡି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାରେ ଡେରି କରିବ । ସାମାଜିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ଅଶାନ୍ତ ରହିବେ । ଧାର୍ମିକ ବାତାବରଣ ମଧ୍ୟରେ ଆନନ୍ଦ ଅନୁଭବ କରିବେ ।

ପ୍ରତିକାର – ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :