• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Leo

ସିଂହ

Friday 13 Sep 2024

ମଘା- ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

ପୂ- ଫାଲ୍‌ଗୁନୀ- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ ।

ଉ- ଫାଲ୍‌ଗୁନୀ- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନିତିରେ ଆଶା କରିଥିବା ଖବର ପାଇ ଖୁସୀ ହୋଇ ଯିବେ ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :