• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Virgo

କନ୍ୟା

Friday 13 Sep 2024

ଉ,ଫଳଗୁନି- ଜୀବନ ସାଥିଙ୍କ ସହ ସମ୍ପର୍କ ଭଲ ରହିବ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସଫଳତା ଅର୍ଜନ କରିବେ ।ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।

ହସ୍ତା- ଶିକ୍ଷାର୍ଥୀ ମାନଙ୍କୁ ଆଶାନୁରୂପ ଫଳ ପାଇବା ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ ।

ବନ୍ଧୁ ମାନଙ୍କ ସହିତ ଭ୍ରମଣ ର ଯୋଗ ରହିଛି ।

ଚିତ୍ରା- ଗାଡି ମଟର ଚଳାଇଲା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ନୂତନ ଜିନିଷ କ୍ରୟ କରିପାରନ୍ତି ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :