• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Libra

ତୁଳା

Friday 13 Sep 2024

ଚିତ୍ରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ

ସ୍ୱାତୀ- ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ ।

ବିଶାଖା- ରାଜନିତିରେ ଆଗ୍ରହ ବଢିପାରେ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :