• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Scorpio

ବିଛା

Friday 13 Sep 2024

ବିଶାଖା- ମାନସିକ ଅବସ୍ଥାରେ ପରିବର୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ ।

ଅନୁରାଧା-ଅଫିସ୍ କାର୍ଯ୍ୟ ରେ ଡେରି ହୋଇପାରେ । ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ

ଜ୍ୟେଷ୍ଠା- ନିଜ ପରିସରରେ ଜଣେ ବନ୍ଧୁ ସାହାର‌୍ୟ୍ୟର ପ୍ରତିଶୃତି ଦେବେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନ ବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :