ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।
ମୂଳା- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ ।
ପୂ, ଷାଢା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ
ଉ, ଷାଢା- ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତି ଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ ।
ପ୍ରତିକାର –୫ଟି ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩