• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Capricorn

ମକର

Friday 13 Sep 2024

ଉ,ଷାଢା- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ ।

ଶ୍ରବଣା- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ମହିଳା ମାନେ ପ୍ରତ୍ୟେକ କାର‌୍ୟ୍ୟ ପାଇଁ ସାବଧାନତା ଅବଲମ୍ବନ କରିବେ ।

ଧନିଷ୍ଠା- ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :