• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ୱାକ୍ଷରିତ କରିବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୯ମୀ ରାତ୍ରି ୧୧.୧୩ ଗତେ ୧୦ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ଦିବା ୦୯.୧୪ ପର୍ଯ୍ୟନ୍ତ ।

Pisces

ମୀନ

Friday 14 Apr 2023

ପୂ, ଭାଦ୍ରପଦ- ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ

ଉ, ଭାଦ୍ରପଦ- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।  ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ

ରେବତୀ- ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :