• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ୱାକ୍ଷରିତ କରିବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୯ମୀ ରାତ୍ରି ୧୧.୧୩ ଗତେ ୧୦ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ଦିବା ୦୯.୧୪ ପର୍ଯ୍ୟନ୍ତ ।

Gemini

ମିଥୁନ

Friday 14 Apr 2023

ମୃଗଶିରା- ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ପ୍ରେମ ସମ୍ପର୍କରେ ଦୃଢତା ଆଣିବେ । ବ୍ୟବସାୟରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଉପକୃତ ହୋଇପାରନ୍ତି।

ଆଦ୍ରା- ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ନିକଟରୁ ପାଇ ଖୁସି ହେବେ। କଳା, ସାହିତ୍ୟ, ସଂସ୍କୃତି ଓ ସଙ୍ଗୀତ ସାଧନା କ୍ଷେତ୍ରରେ ଅଗ୍ରଗତି କରିବେ। ଗାଡି ମଟରରୁ ଲାଭବାନ୍ ହୋଇପାରନ୍ତି ।

ପୁନର୍ବସୁ-- ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ । ପୁରୁଣା ଜମିଜମା, ସମସ୍ୟା ନିୟନ୍ତ୍ରଣ ବାହାରକୁ ଚାଲିଯାଇପାରେ।

ପ୍ରତିକାର – ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :