• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ୱାକ୍ଷରିତ କରିବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୯ମୀ ରାତ୍ରି ୧୧.୧୩ ଗତେ ୧୦ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ଦିବା ୦୯.୧୪ ପର୍ଯ୍ୟନ୍ତ ।

Cancer

କର୍କଟ

Friday 14 Apr 2023

ପୁନର୍ବସୁ- ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ । ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ । ପରିବହନ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବାରେ ସଫଳ ହେବେ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ ।

ପୁଷ୍ୟା- ଜଣେ ବନ୍ଧୁଙ୍କ ସହଯୋଗରୁ ନିର୍ମାଣାଧୀନ କାମଟି ସମ୍ପନ୍ନ କରିପାରିବେ । ପ୍ରତିଯୋଗିତାରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ବିଭିନ୍ନ ସୂତ୍ରରୁ ରୋଜଗାର କରିବେ

ଅଶ୍ଳେଷା- ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅସୁବିଧାରେ ପଡ଼ି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାରେ ଡେରି କରିବ । ସାମାଜିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ଅଶାନ୍ତ ରହିବେ।

ପ୍ରତିକାର – ମାଆ ଭୂବନେଶ୍ୱରୀ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :