• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ୱାକ୍ଷରିତ କରିବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୯ମୀ ରାତ୍ରି ୧୧.୧୩ ଗତେ ୧୦ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ଦିବା ୦୯.୧୪ ପର୍ଯ୍ୟନ୍ତ ।

Libra

ତୁଳା

Friday 14 Apr 2023

ଚିତ୍ରା- ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି । ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ ।

ସ୍ୱାତୀ- ସାମାଜିକ କ୍ଷେତ୍ରରେ କୈାଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ସମ୍ମାନିତ ହୋଇପାରନ୍ତି। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ଭଲ ସମ୍ପର୍କ ନଥିବା ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି।

ବିଶାଖା - ଯେକୌଣସି କାର‌୍ୟ୍ୟରେ ହେଉନା କାହିଁକି ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ନୂତନ ଯାନବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ପୂର୍ବରୁ ନେଇଥିବା ସିଦ୍ଧାନ୍ତ ବଦଳାଇ ପାରନ୍ତି।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :