ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୯ମୀ ରାତ୍ରି ୧୧.୧୩ ଗତେ ୧୦ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ଦିବା ୦୯.୧୪ ପର୍ଯ୍ୟନ୍ତ ।
ମୂଳା- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ ।
ପୂ, ଷାଢା- ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ ।
ଉ, ଷାଢା- କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ
ପ୍ରତିକାର – ଶ୍ରୀ ରାମଙ୍କ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩