Daily Horoscope 14th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ୱାକ୍ଷରିତ କରିବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୯ମୀ ରାତ୍ରି ୧୧.୧୩ ଗତେ ୧୦ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ଦିବା ୦୯.୧୪ ପର୍ଯ୍ୟନ୍ତ ।

Aries

ମେଷ

Friday 14 Apr 2023

ଅଶ୍ୱନୀ- ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସଫଳତା ଅର୍ଜନ କରିବେ ।

ଦ୍ୱିଜା- ବହୁତ ଅଯଥା ଭ୍ରମଣ କରିବାକୁ ପଡିପାରେ । ଶିକ୍ଷାର୍ଥୀ ମସାନଙ୍କୁ ଆଶାନୁରୂପ ଫଳ ପାଇବା ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ

କୃତିକା- ଆଜି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସମର୍ଥ ହୋଇପାରନ୍ତି । ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ

ପ୍ରତିକାର - ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :