• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th April 2024: ଏହି ରାଶିର ବ୍ୟକ୍ତି ସଫଳତା ପାଇବେ ...

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୧୧.୪୪ ଗତେ ୭ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ - ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୪ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୧.୩୫ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Taurus

ବୃଷ

Sunday 14 Apr 2024

କୃତିକା  - ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ବନ୍ଧୁ ବା ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଚ୍ଚଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ ।
ରୋହିଣୀ –  ଖେଳାଳି ଓ ଚିତ୍ରତାରକା ମାନେ ଉତମ ପ୍ରଦର୍ଶନ କରିବେ ।  ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ମାନେ ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ । 
ମୃଗଶିରା – ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବାକି ପଡିଥିବା ପାଉଣା ଫେରି ପାଇବେ । 
ପ୍ରତିକାର – ଓଁ ଶ୍ରୀଂ ମହାଲକ୍ଷେ୍ନୀ÷ୟୋ ନମଃ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :