• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th April 2024: ଏହି ରାଶିର ବ୍ୟକ୍ତି ସଫଳତା ପାଇବେ ...

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୧୧.୪୪ ଗତେ ୭ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ - ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୪ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୧.୩୫ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Aquarius

କୁମ୍ଭ

Sunday 14 Apr 2024

ଧନିଷ୍ଠା – କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । 
ଶତଭିଷା – ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । 
ପୂ , ଭାଦ୍ରପଦ  – ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । 
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :