• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th April 2024: ଏହି ରାଶିର ବ୍ୟକ୍ତି ସଫଳତା ପାଇବେ ...

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୧୧.୪୪ ଗତେ ୭ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ - ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୪ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୧.୩୫ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Gemini

ମିଥୁନ

Sunday 14 Apr 2024

ମୃଗଶିରା  - ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ ।  ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।  
ଆଦ୍ରା -  ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।  ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ପୁନର୍ବସୁ -  ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର  ସୁଯୋଗ  ରହିଛି ।
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :