• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th April 2024: ଏହି ରାଶିର ବ୍ୟକ୍ତି ସଫଳତା ପାଇବେ ...

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୧୧.୪୪ ଗତେ ୭ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ - ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୪ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୧.୩୫ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Cancer

କର୍କଟ

Sunday 14 Apr 2024

ପୁନର୍ବସୁ –  ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ ।
ପୁଷ୍ୟା –  ଛାତ୍ରଛାତ୍ରୀ ମାନେ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି  ମାନେ ମାନ ସମ୍ମାନ ପାଇବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।
ଅଶ୍ଳେଷା –  ଜମିଜମା କ୍ରୟ ବା ନୂତନ ଗୃହ ନିର୍ମାଣ କରିବେ ।  ଶତୃମାନେ ମଥାନତ କରିବେ । ମହିଳା ମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ଖେଳାଳି ମାନେ ସତର୍କ ରହିବା ଆବଶ୍ୟକ ।
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :