• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th April 2024: ଏହି ରାଶିର ବ୍ୟକ୍ତି ସଫଳତା ପାଇବେ ...

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୧୧.୪୪ ଗତେ ୭ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ - ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୪ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୧.୩୫ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Leo

ସିଂହ

Sunday 14 Apr 2024

ମଘା – ସ୍ୱାସ୍ଥ୍ୟ  କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।  କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳୀକୁ ବୁଝିପାରିବେ ନାହିଁ ।
ପୂ , ଫାଲଗୁନୀ - ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଉ ,ଫାଲଗୁନୀ –ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରୀଡା, ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।
ପ୍ରତିକାର –  ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :