• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th April 2024: ଏହି ରାଶିର ବ୍ୟକ୍ତି ସଫଳତା ପାଇବେ ...

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୧୧.୪୪ ଗତେ ୭ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ - ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୪ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୧.୩୫ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Libra

ତୁଳା

Sunday 14 Apr 2024

ଚିତ୍ରା – ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ ।  ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । 
ସ୍ୱାତୀ – ଛାତ୍ର ଛାତ୍ରୀ ମାନେ ପଢାରେ ଭଲ ସଫଳତା ଆଣିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।
ବିଶାଖା – ଉପରିସ୍ଥ କର୍ମଚାରୀ ମାନଙ୍କ  ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । 
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :