• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th April 2024: ଏହି ରାଶିର ବ୍ୟକ୍ତି ସଫଳତା ପାଇବେ ...

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୧୧.୪୪ ଗତେ ୭ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ - ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୪ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୧.୩୫ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Scorpio

ବିଛା

Sunday 14 Apr 2024

ବିଶାଖା –  ପୁରୁଣା ରୋଗ ଗୁଡିକ ପୁଣିଥରେ ଦେଖାଦେବ । ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ । ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ । 
ଅନୁରାଧା –  ପ୍ରେମରେ ଭୁଲ ବୁଝାବଣା ହୋଇପାରେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ । କମ୍ପ୍ୟୁଟର୍ ଶିକ୍ଷା ପାଇଁ ଆଗ୍ରହ ବଢିବ । 
ଜ୍ୟେଷ୍ଠା  –  ଶତୃମାନେ ମିତ୍ରଭାବେ ଆଚରଣ କରିବେ । ମହିଳା ମାନେ ଶୁଭ ସମାଚାର ଶୁଣି ଖୁସି ହେବେ । ଡାକ୍ତର ମାନେ ଭଲ ରୋଜଗାର କରିବେ । କୌଣସି ଶୁଭ କାର୍ଯ୍ୟରେ ବାଧା ଆସିପାରେ ।
ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :