ଅଶ୍ୱନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାର କ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ । ଦ୍ୱିଜା- ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି ।
କୃତିକା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ପିଲାମାନଙ୍କ କାର୍ୟ୍ୟକଳାପ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଆପଣ ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲ୍ଲଭ ହେବ।
ରୋହିଣୀ- ନୂତନ ବ୍ୟବସାୟ ଆରମ୍ଭ କରିି , ମାତ୍ର ମୂଳଧନ ବିନିଯୋଗରେ ସାମାନ୍ୟ ଲାଭ ଦେଖାଦେବ । ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବି । ଅନ୍ୟ ମନସ୍କ ହେତୁ ପାଠପଢାରେ ମନ ଲାଗିବ ନାହିଁ ।
ମୃଗଶିରା- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ କଟିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ମେଷ-
ଅଶ୍ୱନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାର କ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ ।
ଦ୍ୱିଜା- ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ଦୀର୍ଘ ଦିନ ଧରି ଅଫିସ ରେ ଅଟକି ରହିଥିବା କାର୍ଯ୍ୟ ସମାପ୍ତ କରିପାରିବେ ।