ଅଶ୍ୱନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାର କ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ । ଦ୍ୱିଜା- ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି ।
ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ୟ୍ୟ କରିବେ ।
ଉ,ଭାଦ୍ରପଦ- ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ ସୁନାମ ବୃଦ୍ଧି ଘଟିବ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ ।
ରେବତୀ- କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସହିତ ମତାନ୍ତର ଫଳରେ ସେମାନେ ଆପଣଙ୍କୁ ବିରୁଦ୍ଧାଚରଣ କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ମହିଳା ମାନଙ୍କର କାହା ସହିତ ତାଳମେଳ ରହିବ ନାହିଁ ।
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ମେଷ-
ଅଶ୍ୱନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାର କ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ ।
ଦ୍ୱିଜା- ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ଦୀର୍ଘ ଦିନ ଧରି ଅଫିସ ରେ ଅଟକି ରହିଥିବା କାର୍ଯ୍ୟ ସମାପ୍ତ କରିପାରିବେ ।