ଅଶ୍ୱନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାର କ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ । ଦ୍ୱିଜା- ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି ।
ବିଶାଖା- ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ ।
ଅନୁରାଧା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍ଠିକ୍ ହୋଇଯିବ । ନୂତନ କାର୍ଯ୍ୟ ଆରମ୍ଭ କରି, ତାହା ଶେଷ କରିବାରେ ସମର୍ଥ ହେବେ
ଜ୍ୟେଷ୍ଠା- ଦୁର୍ଘଟଣାର ବିଶେଷ ଭୟ ନାହିଁ, ତଥାପି ସାବଧାନ ରୁହନ୍ତୁ । ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ । ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ ।
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ମେଷ-
ଅଶ୍ୱନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାର କ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ ।
ଦ୍ୱିଜା- ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ଦୀର୍ଘ ଦିନ ଧରି ଅଫିସ ରେ ଅଟକି ରହିଥିବା କାର୍ଯ୍ୟ ସମାପ୍ତ କରିପାରିବେ ।